ଖଣିଜ ସାମଗ୍ରୀ ଚୋରା ଚାଲାଣ ବେଳେ ୨ ଗିରଫ, ଟ୍ରଲର ଓ ଜେସିବି ଜବତ
କେନ୍ଦୁଝର: ଖଣିଜ ସାମଗ୍ରୀ ଚୋରା ଚାଲାଣ ବେଳେ ଖଣିଜ ବୋଝେଇ ଟ୍ରଲର ଓ ଜେସିବି ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । କେନ୍ଦୁଝରର ବାମେବାରି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି ।
ମିଳିଥିବା ସୂଚନା ଅନୁସାରେ, ବାମେବାରି ଥାନା ଅନ୍ତର୍ଗତ ନୟାଗଡ଼ ଅଞ୍ଚଳରେ ପୂର୍ବରୁ ଖନନ…