ରାଜ୍ୟରେ ପୁଣି କମିଲା ତାପମାତ୍ରା, କଲବଲ କରିବ ଘନ କୁହୁଡି
ଭୁବନେଶ୍ଵର: କିଛି ଦିନର ବିରତି ପରେ ରାଜ୍ୟରେ ପୁଣି କମିଲା ତାପମାତ୍ରା । ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ସେପଟେ ଗୁରୁଚାପ ବଳୟ ଦେଶର ମଧ୍ୟଭାଗକୁ ସ୍ଥାନାନ୍ତରଣ ହେତୁ ଏହି ପ୍ରକ୍ରିୟା ଆହୁରି ପ୍ରଶମିତ ହୋଇଛି ।…