କିମ୍ସରେ ବିଂଶତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର: ଆସୋସିଏସନ୍ ଅଫ୍ ଫୋନୋ ସର୍ଜନ୍ସ ଅଫ୍ ଇଣ୍ଡିଆ (ଏପିଏସ୍ଆଇ)ର ୨୦ତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ‘ଫୋନୋକନ୍-୨୦୨୫’ ଶୁକ୍ରବାର କିମ୍ସରେ ଉଦଘାଟିତ ହୋଇଯାଇଛି । ୩ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ୪ ଶହରୁ ଊର୍ଦ୍ଧ୍ୱ ସ୍ୱର…