ଖାଲି ପେଟରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି? ସ୍ବାସ୍ଥ୍ୟପ୍ରତି ହୋଇପାରେ କ୍ଷତିକାରକ
ସୁସ୍ଥ ଶରୀର ପାଇଁ ପ୍ରତିଦିନ ଆମେ ଖାଦ୍ୟରେ ଫଳ, ପରିବା ଆଦି ସାମିଲ କରିଥାଉ। ମାତ୍ର ଏପରି କିଛି ଜିନିଷ ଅଛି ଯାହାକୁ ଠିକ୍ ସମୟରେ ନ ଖାଇଲେ ବା ଖାଲିପେଟରେ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ବ୍ରେକ୍ଫାଷ୍ଟ୍ ବା ସକାଳ ଭୋଜନ ସ୍ବାସ୍ଥ୍ୟ ପାଇଁ ନିହାତି ଆବଶ୍ୟକ। ଏଥିପାଇଁ…