କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ପ୍ରଧାନମନ୍ତ୍ରୀ ମୋଦି, ଏଭଳି କହିଲେ ବୈଦେଶିକ ସଚିବ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ସମୟରେ ସାମ୍ବାଦିକ ସମ୍ମିଳନୀ ନେଇ ବିଦେଶୀ ଗଣମାଧ୍ୟମ ପୁଣି ଥରେ ପ୍ରଶ୍ନ ଉଠାଇଛି।
ନ୍ୟୁଜିଲ୍ୟାଣ୍ଡ ଗସ୍ତ ସମୟରେ ଉଠାଯାଇଥିବା ଏହି ପ୍ରଶ୍ନଗୁଡ଼ିକର ଉତ୍ତର ଏବେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦେଇଛି। ବୈଦେଶିକ ସଚିବ…