ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ ଛାତ୍ର
ଭୁବନେଶ୍ବର: କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ବୁଧବାର ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତ ଅଧୀନ ରଙ୍ଗବଜାରରେ ନିକଟରେ ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ କୁଆଖାଇରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଚାଲିଯାଇଛି ।
୨ ମୃତକ ହେଲେ ଭୁବନେଶ୍ୱର ୟୁନିଟ ୬…