ଥରାଉଛି ଜାଡ: ୧୦ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ରାତିରେ ପାରଦ…