ରାଷ୍ଟ୍ରପତିଙ୍କୁ ବିଚାରି କହିବା ଘଟଣା; ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ପାରିତ କଲେ ବିଜେପି ସାଂସଦ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟ ଉପରେ ଭାରତୀୟ ଜନତା ପାର୍ଟିର ସାଂସଦମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ସାଂସଦମାନେ ତାଙ୍କ ବିରୁଦ୍ଧରେ ଏକ ସ୍ବାଧିକାର ଭଙ୍ଗ ନୋଟିସ୍ ପାରିତ କରିଛନ୍ତି ।
ବିଜେପି ସାଂସଦମାନେ…