୧୨ରେ ବସିବ ବିଜେଡି ବିଧାୟକ ଦଳ ବୈଠକ
ଭୁବେନଶ୍ବର: ୧୨ରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ।
ସୂଚନା ଅନୁଯାୟୀ, ଶଙ୍ଖ ଭବନରେ ଏହି ବୈଠକ ବସିବାକୁ ଥିବାବେଳେ ବିଧାନସଭା ପାଇଁ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଜଣାପଡିଛି।
ସେପଟେ…