ସମ୍ପ୍ରସାରିତ ହେବ କଟକ, ସିଡିଏରେ ମିଶିବ ୧୦୨ ଗାଁ
କଟକ: ବୃଦ୍ଧି ପାଇବ ସିଲଭର ସିଟି କଟକର ସୀମା । କଟକ ସହିତ ସାମିଲ ହେବ ଆହୁରି ଅନେକ ଗାଁ । କଟକର ସୀମାକୁ ସମ୍ପ୍ରସାରିତ କରି ସିଡିଏ ସହିତ ଆଉ ୧୦୨ଟି ଗାଁକୁ ଯୋଡା ଯିବ । ଏନେଇ ସୂଚନା ଦେଇଛନ୍ତି, ସିଡିଏ ଉପାଧ୍ୟକ୍ଷ ଅନାମ ଚରଣ ପାତ୍ର ।
ସେ କହିଛନ୍ତି, କଟକ ସମ୍ପ୍ରସାରିତ ହେବ । ଏଥିରେ…