Tiger Census: କେନ୍ଦୁଝର ବନଖଣ୍ଡରେ ହେବ ବାଘ ଗଣନା
କେନ୍ଦୁଝର: ଆସନ୍ତା ୨୦ ତାରିଖରୁ କେନ୍ଦୁଝର ବନଖଣ୍ଡରେ ଆରମ୍ଭ ହେବ ବାଘ ଗଣନା। ବାଘ ସହିତ ଅନ୍ୟାନ୍ୟ ଜୀବଜନ୍ତୁ ଗଣନା ମଧ୍ୟ କରାଯିବ। କେନ୍ଦୁଝର ବନଖଣ୍ଡରେ ୧୦୫ ବିଟ୍ରେ ଏହି ଗଣନା ହେବାକୁ ଥିବା ବେଳେ ୩୦୦ କର୍ମଚାରୀ ବନଖଣ୍ଡ ଅଧିକାରୀ ଠାରୁ ଆରମ୍ଭ କରି ବନରକ୍ଷୀ ପର୍ଯ୍ୟନ୍ତ ସମସ୍ତେ…