ରାଜସ୍ଥାନରେ ଅଦିନିଆ ରଥଯାତ୍ରା ଉପରେ ରୋକ୍, ତିଥି ଅନୁସାରେ ପାଳନ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ଵର: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ଲାଗିଲା ରୋକ୍। ପୁରୀ ଜିଲ୍ଲାପାଳଙ୍କ ଚିଠି ପରେ ରାଜସ୍ଥାନରେ ଅଦିନିଆ ରଥଯାତ୍ରାକୁ ବନ୍ଦ କରାଗଲା। ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଲେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍। ଗତକାଲି ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଚିଠି…