ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ବିକ୍ରି ହେବନି ଖଜା
ପୁରୀ: ଏଣିକି ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ମିଳିବନି ଖଜା। ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ହେବ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସାୟୀଙ୍କ ବିରୋଧରେ…