ପୁରୀ ଜଗନ୍ନାଥ ମନ୍ଦିରରେ ଲାଗିବ ୱାଚ ଟାୱାର
ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଉପରେ ଡ୍ରୋନର ଗତିବିଧି ବୃଦ୍ଧି ପାଉଥିବା ବେଳେ ଓଡ଼ିଶା ସରକାର ମନ୍ଦିର ବାହାରେ ଏକ ୱାଚ ଟାୱାର ସ୍ଥାପନ କରିବାକୁ ଯୋଜନା କରୁଛନ୍ତି। ଯାହା ଫଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯାଇପାରିବ।
ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ…