ଆମେରିକାରେ କ୍ବାଡ୍ ବୈଦେଶିକ ମନ୍ତ୍ରୀସ୍ତରୀୟ ବୈଠକ, ପରୋକ୍ଷ ଭାବେ ଚୀନ୍କୁ ଚେତାବନୀ
ୱାଶିଂଟନ: ଆମେରିକାରେ କ୍ବାଡ୍ ବୈଦେଶିକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ପରେ ଏହି କ୍ବାଡ୍ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଭାରତ, ଆମେରିକା, ଜାପାନ, ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ସାମିଲ ଅଛନ୍ତି। ସାମୁଦ୍ରିକ କ୍ଷେତ୍ରକୁ ସୁଦୃଢ଼ କରିବା…