ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
ଖୋର୍ଦ୍ଧା:ଖୋର୍ଦ୍ଧାର ଏକ ସରକାରୀ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି । ଏନେଇ ଥାନାରେ ପୋକ୍ସୋ ଆକ୍ଟରେ ଏକ ମାମଲା (ନଂ.୩୧/୨୬) ରୁଜୁ ହୋଇଛି ।
ଅସଦାଚରଣ ଘଟଣାକୁ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲା…