ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀଙ୍କୁ ୫ କେଜି ବଦଳରେ ମିଳିବ ଏତିକି ଚାଉଳ…
ଭୁବନେଶ୍ୱର: ରାଜ୍ୟରେ ମୋହନ ସରକାରଙ୍କ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏହି ଯୋଜନାରେ ହିତାଧିକାରୀଙ୍କୁ ଆହୁରି ମାଗଣା ଚାଉଳ ମିଳିବ…