ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍, ୧୦ ମାଓବାଦୀ ସଫା
ନୂଆପଡା: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୨ ମାଓବାଦୀ ମୃତ । ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଏନ୍କାଉଣ୍ଟର। ଗତକାଲି ଏନ୍କାଉଣ୍ଟରରେ ୨ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଅପରେସନରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ…