ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି- ୨୦୨୦: ୬ ବର୍ଷ ବୟସ ହେଲେ ପ୍ରଥମ ଶ୍ରେଣୀରେ ନାମ ଲେଖାକୁ ମିଳିବ ଅନୁମତି
ଭୁବନେଶ୍ବର: ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ହେଲେ ପିଲାଙ୍କୁ ୬ ବର୍ଷ ବୟସ ହୋଇଥିବା ଦରକାର । ନଚେତ୍ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ । ଏହା ଦ୍ବାରା ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ…