ଇଭି ଶୋ’ ରୁମରେ ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ରେଡ୍ଡୀ ଗ୍ୟାରେଜ ଛକ ନିକଟରେ ଥିବା ଇଭି ଶୋ' ରୁମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଜଳିଗଲା ଏକାଧିକ ଗାଡ଼ି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି।
ସୂଚନା ଅନୁସାରେ ଆଜି ସକାଳେ ଇଭି ଶୋ'…