ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ଜାରି
ନୂଆଦିଲ୍ଲୀ: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି । ନିଃଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ବର୍ତ୍ତମାନ ଏମରଜେନ୍ସି ଡିପାର୍ଟମେଣ୍ଟରେ ତାଙ୍କ ଚିକିତ୍ସା ଜାରି ରହିଛି ।
୯୨…