ଆମେରିକାର ପୂର୍ବତନ ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ହସ୍ପିଟାଲରେ ଭର୍ତ୍ତି
ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବିଲ କ୍ଲିଣ୍ଟନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଯାହା ଫଳରେ ତାଙ୍କୁ ଜର୍ଜଟାଉନ୍ ୟୁନିଭରସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
କ୍ଲିଣ୍ଟନଙ୍କ ଡେପୁଟି ଚିଫ୍ ଷ୍ଟାଫ୍ ଆଞ୍ଜେଲ ୟୁରେନା ତାଙ୍କର ସୋସିଆଲ ମିଡିଆ ପୋଷ୍ଟ 'ଏକ୍ସ' ମାଧ୍ୟମରେ…