କାହିଁକି ମୃତ୍ୟୁ ପରେ ଲଣ୍ଡା ହୁଅନ୍ତି ସଂପର୍କୀୟ? କ’ଣ ରହିଛି କାରଣ ଜାଣନ୍ତୁ….
ଭୁବନେଶ୍ବର: ହିନ୍ଦୁ ପରମ୍ପରାରେ ଅନେକ ରୀତିନୀତି ରହିଛି । ବିଶେଷ କରି ହିନ୍ଦୁ ଶାସ୍ତ୍ରରେ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ପ୍ରକାର ରୀତିନୀତି ଓ ପରମ୍ପରା ପାଳନ ହେଉଥିବାର ଦେଖିବାକୁ ମିଳିଥାଏ । ସେଥିପାଇଁ ହିନ୍ଦୁ ପରିବାରର କେହି ମରିଗଲେ ମୃତକଙ୍କ ଆତ୍ମା ଶାନ୍ତି ପାଇଁ ଅନେକ…