ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ, ୧୨ ଆହତ
ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ କୋଲେଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି…