ସଂସଦରେ ଠେଲାପେଲା: ତଦନ୍ତ କରିବ କି କ୍ରାଇମ୍ ବ୍ରାଞ୍ଚ?
ନୂଆଦିଲ୍ଲୀ: ଶୀତ ଅଧିବେଶନ ଶେଷ ହେବାର ଦିନକ ପୂର୍ବରୁ ଗୁରୁବାର ପାର୍ଲାମେଣ୍ଟରେ ଠେଲାପେଲା ହୋଇଥିଲା। ଏଥିରେ ଭାଜପା ଏମ୍ପି ପ୍ରତାପ ଷଡ଼ଙ୍ଗୀ, ମୁକେଶ ରାଜପୁତ୍ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆହତ ହୋଇଥିଲେ। ଏହି ପ୍ରସଙ୍ଗରେ ଶାସକ ଓ ବିରୋଧୀ ପରସ୍ପରକୁ ଦୋଷ ଦେବା ସହ…