କିଟ୍ ନଲେଜ୍ ଟ୍ରି ବକ୍ତୃତାମାଳା; ‘ଛାତ୍ରଛାତ୍ରୀମାନେ ଶିକ୍ଷା ସହ ନୈତିକତା ବଜାୟ ରଖନ୍ତୁ’
ଭୁବନେଶ୍ୱର: କିଟ୍ କଲେଜରେ ନଲେଜ୍ ଟ୍ରି ବକ୍ତୃତାମାଳା ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଜି ସ୍ଲୋଭାକିଆର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଏଡ୍ୱାର୍ଡ ହେଗର ଯୋଗଦେଇ ବକ୍ତୃତା ପ୍ରଦାନ କରିଛନ୍ତି । ସେ କିଟ୍ ଛାତ୍ରଛାତ୍ରୀଙ୍କୁ ଶିକ୍ଷା, ନୈତିକତା ଓ ସମାଜ ପ୍ରତି ପ୍ରତିବଦ୍ଧତା…