ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର: ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ…