Scrub Typhus: ଥମୁନି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ, ଏହି ଜିଲ୍ଲାରେ ୮୦୦ ପାର୍ ଆକ୍ରାନ୍ତ
ସୁନ୍ଦରଗଡ: ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଜଣେ ପରେ ଜଣେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୮୭୧ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ରହିଛି । ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ପରେ ରୋଗ ନିୟନ୍ତ୍ରଣ ସହ ଲୋକଙ୍କ ମଧ୍ୟରେ…