ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍
ପୁରୀ: ବଦଳିବ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପରିକ୍ରମା ପ୍ରକଳ୍ପ ଡିଜାଇନ୍ । ପୁରୁଣା ସହ କିଛି ନୂଆ ଡିଜାଇନ ପ୍ରସ୍ତୁତ କରାଯାଇ ତାହାର ରୂପରେଖ ପ୍ରସ୍ତୁତ ହେବ । ଏହା ଲୋକଙ୍କ ଧର୍ମୀୟ ଭାବନା ସହ ଜଡିତ ଥିବାରୁ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର କୃତ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନ ଯଜ୍ଞ…