ଯୁବପିଢିଙ୍କ ଦକ୍ଷତା ଓ ପ୍ରତିଭା ଜରିଆରେ ଓଡିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପାଳିତ ହୋଇଛି ରାଜ୍ୟସ୍ତରୀୟ ବିଶ୍ୱ ଯୁବ ଦକ୍ଷତା ଦିବସ। ଯୁବପିଢିଙ୍କୁ ବିଭିନ୍ନ କ୍ଷେତ୍ରରେ ଦକ୍ଷ କରିବାକୁ ଚାଲିଛି ଯୋଜନା। ଏହି ଅବସରରେ ଯୋଗଦେଇ ପ୍ରଥମ କୌଶଳ ଭବନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାକୁ ଦକ୍ଷ ମାନବ…