ଆଜି ହେବନି ଗଣତି, କେବଳ ଖୋଲାଯିବ ରତ୍ନଭଣ୍ଡାର
ପୁରୀ: ଆଜି ଗଣତି ହେବନି । ଖାଲି ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାର୍ଯ୍ୟ ଆରମ୍ଭ ହେବ ।…