Latest Odisha News

BREAKING NEWS

ୱାୟନାଡ୍‌ରେ ଭୂସ୍ଖଳନ; ୩ ମୃତ, ୧୦ରୁ ଉର୍ଦ୍ଧ୍ୱ ଗୁରୁତର

ୱାୟନାଡ଼: କେରଳମରେ ପୁଣି ରଚିଲା ପ୍ରକୃତିର ତାଣ୍ଡବ। ମଙ୍ଗଳବାର ଦିନ କେରଳର ୱାୟନାଡ ଜିଲ୍ଲାର ମେପାଡି ନିକଟ କଲାଡି ମୀନାକ୍ଷୀ ବ୍ରିଜ୍‌ ନିକଟରେ ବଡ଼ ଧରଣର ଭୂସ୍ଖଳନ ହୋଇଛି। ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ଅନେକ ଲୋକ ଭଗ୍ନାବଶେଷ…

ଏଣିକି ସମ୍ପୂର୍ଣ୍ଣ କ୍ୟାସ୍‌ଲେସ୍‌ ହେବ ଜମି କିଣାବିକା, ହଟିବେ ଦଲାଲ

ଭୁବନେଶ୍ୱର: ଏଣିକି ରାଜ୍ୟରେ ସମ୍ପୂର୍ଣ୍ଣ କ୍ୟାସ୍ ଲେସ ହେବ ଜମି କିଣା ବିକା। ଗୋଟିଏ ବି ଟଙ୍କା ନଗଦ କାରବାର ହେବ ନାହିଁ। ଜମି ପଞ୍ଜିକରଣ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ଏଭଳି ନିଷ୍ପତ୍ତି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବଢୁଛି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ, କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ହେବା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ରାଜ୍ୟରେ ବର୍ତ୍ତମାନ ବନ୍ୟା…

ବୈଭବଙ୍କୁ ଦେଶର ମାନ ବଢ଼ାଇବାକୁ କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ: ବୈଭବ ସୂର୍ଯ୍ୟବଂଶୀଙ୍କ ଆନ୍ତର୍ଜାତୀୟ ପଦାର୍ପଣ ପରେ ପୂର୍ବତନ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବୈଭବ ତୁମେ ଭଲ ପ୍ରଦର୍ଶନ କରି ଦେଶର ମାନ ବଢ଼ାଇବାକୁ ଚେଷ୍ଟା କର । ଏହି ଅବସରରେ ଅଧିନାୟକ ପଦରୁ ହଟିବା ନେଇ ସେ ଅସନ୍ତୁଷ୍ଟ ଥିବା…

କେବଳ ଜରିମାନା ନୁହେଁ, ଫିଟନେସ ନିୟମ ଉଲ୍ଲଙ୍ଘନ କଲେ ଜବତ ହେବ ଗାଡ଼ି

କଟକ/ଭୁବନେଶ୍ୱର: ଫିଟନେସ୍ ନଥିଲେ ରାସ୍ତାରେ ଗଡିପାରିବନି ଗାଡି। ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଡ଼କ ଦୁର୍ଘଟଣା ହ୍ରାସ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ। ସଡ଼କ ଦୁର୍ଘଟଣା ହ୍ରାସ ତଥା ସମସ୍ତ ସଡ଼କ ବ୍ୟବହାରକାରୀଙ୍କୁ ସୁରକ୍ଷାକୁ…

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ହେବ ଆହୁରି ସୁଦୃଢ: ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…

ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ । ପ୍ରାୟ ୬୦୦ କୋଟି ଟଙ୍କା ବ୍ୟୟରେ ୧୦ ମହଲା ବିଶିଷ୍ଟ ଏହି ଅତ୍ୟାଧୁନିକ କୋଠା ନିର୍ମାଣ କରାଯିବ । ରାଜ୍ୟର ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଭବନର ରୂପରେଖ ପ୍ରସ୍ତୁତ କରାଯିବ । ଏନେଇ ସୂଚନା ଦେଲେ…

ଅଙ୍ଗଦାନ କରି ଅମର ୭ ବର୍ଷୀୟ ବାଳକ: ଛୋଟ ପିଲା ଦାନ କରିପାରିବେ କି ଅଙ୍ଗ, କ’ଣ ରହିଛି ପ୍ରକ୍ରିୟା ?

ଚେନ୍ନାଇ: ବାପା ମାଆଙ୍କ କୋଳରେ ଖେଳୁଥିଲା। ଦୁଷ୍ଟାମୀ କରୁଥିଲା। ଅଳି ଅଝଟ କରୁଥିଲା। ଭଲ ପାଠ ପଢାଇବାକୁ ନେଇ ବାପା ମାଆ ମଧ୍ୟ ସ୍ୱପ୍ନ ଦେଖିବା ଆରମ୍ଭ କରିଥିଲେ। ମାତ୍ର ଅଧାରେ ରହିଗଲା ବାପା ମାଆଙ୍କ ସ୍ୱପ୍ନ। ଆଖି ବୁଜିଦେଲା ୭ ବର୍ଷର ନିଷ୍ପାପ ଶିଶୁ ଲୋକିନେନି ଯଶୱନ। ଏକ ସଡ଼କ…

Maoist Dump: ପାଟଧରା ଜଙ୍ଗଲରୁ ମାଓ ଡମ୍ପ ଠାବ, ବିପୁଳ ମାରଣାସ୍ତ୍ର ସହ ଟିଫିନ ବୋମା ଜବତ

ନୂଆପଡ଼ା: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ମାଓ ଡମ୍ପ ଉଦ୍ଧାର ହୋଇଛି । ନୂଆପଡ଼ା ଜିଲ୍ଲା ପୋଲିସ ଏବଂ ସିଆରପିଏଫର ମିଳିତ ଟିମ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ଏହି ମାଓ ଡମ୍ପ ଉଦ୍ଧାର କରିଛନ୍ତି । ଏଥିରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି…

Leopard Dead body Found: ଗଛରେ ଝୁଲନ୍ତା ଅବସ୍ଥାରେ ଠାବ ହେଲା ମୃତ କଲରାପତରିଆ ବାଘ…

ଆସ୍କା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ କଲରା ପତରିଆ ମୃତଦେହ ଉଦ୍ଧାର ହୋଇଛି । ଶିକାରୀ ଫାସ ବସାଇଥିବା ବେଳେ ଫାସରେ ଲାଗି ବାଘଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।…

Marijuana Seized: ଭୁବନେଶ୍ୱର ବିମାନବନ୍ଦରରୁ ୫ କୋଟି ଟଙ୍କାର ମାରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପୁଣି ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ବିପୁଳ ପରିମାଣର ମାରିଜୁଆନ ଜବତ କରିଛି ଡିଆରଆଇ ଓ କଷ୍ଟମ ବିଭାଗ । ବ୍ୟାଙ୍କକ୍‌ ରୁ ଆସୁଥିବା ଜଣେ ଯାତ୍ରୀଙ୍କ ଉପରେ ସନ୍ଦେହ ହେବାରୁ…