Latest Odisha News

BREAKING NEWS

ଶ୍ରୀମନ୍ଦିରରେ ନୀତି ବିଭ୍ରାଟ, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ନୀଳଚକ୍ରରେ ଲାଗିହେଲା ପତିତପାବନ ବାନା

ପୁରୀ: ଏପଟେ ମହାପ୍ରଭୁ ଶ୍ରୀମନ୍ଦିର ଛାଡି ଜନ୍ମବେଦୀକୁ ଯାଇଥିବା ବେଳେ ସେପଟେ ଶ୍ରୀମନ୍ଦିରରୁ ଆସିଛି ନିତି ବିଭ୍ରାଟ ଘଟଣା । ପ୍ରତିଦିନ ସଂଧ୍ୟାରେ ନୀଳଚକ୍ରରେ ଲାଗିଥାଏ ପତିତପାବନ ବାନା । କିନ୍ତୁ ଆଜି ଦଇତା-ଚୁନରା ସେବକଙ୍କ ମଧ୍ୟରେ ବିବାଦ ଯୋଗୁଁ ଶ୍ରୀମନ୍ଦିରରେ ଲାଗିପାରିନଥିଲା…

ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଏଣିକି ପ୍ରତିବର୍ଷ ଜୁନ ୨୫କୁ ଦେଶରେ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ। ଏନେଇ ବିଧିବଦ୍ଧ ଭାବେ ନୋଟିଫିକେସନ୍ ଜାରି କରାଯାଇଛି । ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧି ଦେଶରେ ଏମର୍ଜେନ୍ସି ଲାଗୁ କରିଥିଲେ । ତେଣୁ ଏହି ଦିନକୁ ସମ୍ବିଧାନ ହତ୍ୟା ଦିବସ…

କରୋନା ପଜିଟିଭ ଖିଲାଡି ଷ୍ଟାର

ମୁମ୍ବାଇ: ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କ ନୂତନ ଫିଲ୍ମ ସରଫେରା ରିଲିଜ ପୂର୍ବରୁ ସାମ୍ନାକୁ ଆସିଛି ଦୁଃଖଦ ଖବର । କରୋନାରେ ଆକ୍ରାନ୍ତ ହୋଇଛନ୍ତି କିଲାଡି ଷ୍ଟାର୍ ଅକ୍ଷୟ କୁମାର । ଦୁଇଦିନ ହେବ ସେ ଅସୁସ୍ଥ ଥିଲେ, ଆଜି କୋଭିଡ୍ ଟେଷ୍ଟ କରିବା ପରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଛି । ଏହି…

ଶେଷ ହେଲା ଜେମ୍ସ ଆଣ୍ଡରସନଙ୍କ ସ୍ୱର୍ଣ୍ଣିମ କ୍ୟାରିୟର

ଲଣ୍ଡନ: ୱେଷ୍ଟଇଣ୍ଡିଜକୁ ପ୍ରଥମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଏକ ଇନିଂସ ଓ ୧୧୪ ରନରେ ପରାଜିତ କରିଛି । ଏଥିସହ ଇଂଲଣ୍ଡର ମହାନ ବୋଲର ଜେମ୍ସ ଆଣ୍ଡରସନଙ୍କ ସ୍ୱର୍ଣ୍ଣିମ କ୍ୟାରିୟର ଶେଷ ହୋଇଛି । କ୍ୟାରିୟରର ଅନ୍ତିମ ଟେଷ୍ଟରେ ଏହି ମହାନ ବୋଲର ୪ଟି ୱିକେଟ ହାସଲ କରିଥିଲେ । ଓଭରାଲ ୭୦୪ ୱିକେଟ ସହ…

ବାପାର ବୋମା ମାଡରେ ପୁଅ ମୃତ

ଖୋର୍ଦ୍ଧା: କୁହନ୍ତି ଯେ ପାଞ୍ଚେ ପରର ମନ୍ଦ ତା' ମନ୍ଦ ପାଞ୍ଚନ୍ତି ଗୋବିନ୍ଦ । ବଡପୁଅକୁ ମାରିବାକୁ ବାପା କରିଥିଲା ବୋମାମାଡ । କିନ୍ତୁ ସେହି ବୋମାରେ ଗଲା ସାନପୁଅର ଜୀବନ । ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା ।…

ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା, ଅନଲାଇନ ମାଧ୍ୟମରେ ମିଳିଛି ୧୨,୦୦୦ ରୁ ଅଧିକ ମତାମତ

ଭୁବନେଶ୍ୱର: ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ ଚଳିତ ବର୍ଷର ବଜେଟ୍ । ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରାଯାଇଛି । ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ପ୍ରାକ୍ ବଜେଟ୍…

ତିନି ଲକ୍ଷ ପାଇଁ ନିଜ ଅପହରଣର ନାଟକ ରଚିଥିଲା ଅଭିଯୁକ୍ତ

ନୂଆପଡା: ନିଜ କାହାଣୀର ନିଜେ ନାୟକ ଏବଂ ନିଜେ ହିଁ ଖଳନାୟକ । ଟଙ୍କା ପାଇଁ ନିଜେ ରଚିଥିଲେ ନିଜର ଅପହରଣ । ବାପାଙ୍କ ପାଖକୁ ୩ ଲକ୍ଷ ଟଙ୍କା ଆଦାୟ କରିବା ପାଇଁ ନିଜେ ନିଜର ଅପହରଣ ନାଟକ ରଚିଥିଲେ ଅଭିଯୁକ୍ତ । ଶେଷରେ ପଡିଲେ ପୋଲିସ ହାତରେ । ଏପରି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା…

ଲାଞ୍ଚୁଆ ଯୋଗାଣ ଅଧିକାରୀ, ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ

ବଲାଙ୍ଗୀର: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ଯୋଗାଣ ଅଧିକାରୀ । ବଲାଙ୍ଗୀର ଜିଲ୍ଲା ଯୋଗାଣ ଅଧିକାରୀ ପ୍ରଭାକର ପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ଜଣେ ରାଇସ୍ ମିଲର୍ସଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଥିଲେ ପ୍ରଭାକର । ସୂଚନା…

ଫଟୋଚିତ୍ର ପ୍ରଦର୍ଶନୀରେ ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସର ପରେ ତିନୋଟି ରଥ ଦକ୍ଷିଣାମୋଡ଼ ନେଇଛନ୍ତି । ଏହା ପରେ ବାହୁଡ଼ା ଯାତ୍ରା ଏବଂ ପରେ ପରେ ଶ୍ରୀ ଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ ଓ ମାଧୁର୍ଯ୍ୟ ପ୍ରଦର୍ଶନ କରିବାକୁ ଯାଇ ପବିତ୍ର ବଡ ଏକାଦଶୀରେ…

ବିଜେଡି ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ

ଭୁବନେଶ୍ୱର: ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ବିଜେଡି ହିଁ ବିଜେଡିକୁ ହରାଇଛି ବୋଲି କହିଲେ ନୃସିଂହ। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ ବୋଲି କହିଛନ୍ତି ନୃସିଂହ ସାହୁ । ନୃସିଂହ କହିଛନ୍ତି ଯେ, ବହୁତ କ୍ଷେତ୍ରରେ ବିଜେଡି ଲୋକ ହିଁ ବିଜେଡିକୁ…