Latest Odisha News

BREAKING NEWS

ଗତ ବର୍ଷ ତୁଳନାରେ ଏବର୍ଷ ବେଶୀ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ ଏଯାବତ୍ ମୋଟ ୫୧୬ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ। ଗତବର୍ଷ ୨୭୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଚଳିତ ବର୍ଷ ୫୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ଚଳିତବର୍ଷ ଖୋର୍ଦ୍ଧାରୁ ସର୍ବାଧିକ…

ଡରାଇଲାଣି ଡେଙ୍ଗୁ, ସତର୍କ କରାଇଲେ ସଚିବ

ଭୁବନେଶ୍ବର: ଏବେ ରାଜ୍ୟରେ ଉପରମୁହାଁ ଡେଙ୍ଗୁ । ଟପିଲାଣି ୫୦୦ । ଯାହା ଏବେ ଚିନ୍ତାର କାରଣ ହୋଇଥିବା ବେଳେ ଏନେଇ ସତର୍କ ସୂଚନା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହାର ପ୍ରତିକାର ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରୁହନ୍ତୁ । ଏହା ସହିତ…

ଦକ୍ଷିଣ ମୋଡ଼ ନେବ ତିନିରଥ, ହେରାପଞ୍ଚମୀ ନୀତି ପରେ ଆରମ୍ଭ ହେଲା ବାହୁଡ଼ା ଯାତ୍ରା ପ୍ରସ୍ତୁତି

ପୁରୀ: ଶ୍ରୀମନ୍ଦିରକୁ ଫେରିବେ ମହାବାହୁ । ଆରମ୍ଭ ହୋଇଗଲାଣି ବାହୁଡ଼ାଯାତ୍ରା ପ୍ରସ୍ତୁତି । ଆଜି ଷଷ୍ଠୀରେ ତିନିରଥ ନେବ ଦକ୍ଷିଣ ମୋଡ଼ । ହେରାପଞ୍ଚମୀ ନୀତି ପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ପ୍ରସ୍ତୁତି । କିଛି ସମୟ ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ଆସିବା ପରେ ୩ ରଖର ହେବ ଦକ୍ଷିଣ…

ସମୀର ଦେ ‘ଫାଓ’ ର ନୂଆ ସଭାପତି

ଭୁବନେଶ୍ବର: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ହେଲେ ସମୀର ଦେ । କୌଣସି ପ୍ରତିଦ୍ବନ୍ଦି ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ଆଶୀର୍ବାଦ ବେହେରା । ଆଗାମୀ ୨୧ରେ…

ସାଙ୍ଗ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର: ସୋନପୁର ସହରର ପଟାଭାଡି ପଡାରେ ଜଣେ କଲେଜ ଛାତ୍ରଙ୍କ ଆତ୍ମହତ୍ୟା। ଛାତ୍ର ଜଣକ ବିନିକା ବ୍ଲକ କଣ୍ଟାପାଲି ଗାଁର ହୋଇଥିବା ବେଳେ ସେ ସୋନପୁର ରାଜ କଲେଜର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ବୋଲି ଜଣାପଡିଛି। ସେ ହେଉଛନ୍ତି କଣ୍ଟାପାଲି ଗାଁର ଋତୁରାଜ ସା। ସୂଚନା ଅନୁସାରେ…

ରଥ ଉପରେ ମୋବାଇଲ ନିଷେଧ

ପୁରୀ: ଏଣିକି ରଥ ଉପରକୁ ଯିବ ନାହିଁ ମୋବାଇଲ । ସେବାୟତ ହୁଅନ୍ତୁ କି ଦଇତାପତି, କେହି ବି ନିଜ ସହିତ ରଥ ଉପରକୁ ମୋବାଇଲ ନେଇ ଯାଇପାରିବେ ନାହିଁ । ସେବାୟତଙ୍କୁ ତାଗିତ୍ କରି ଏମିତି କିଛି କଡା ନିର୍ଦ୍ଦେଶ ଦେଇଛନ୍ତି ନୂଆ କରି ନିଯୁକ୍ତ ହୋଇଥିବା ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ଓଡିଶାରେ ଭିକେ ପାଣ୍ଡିଆନ, ବିହାରରେ ମନୀଷ ବର୍ମା !

ଭୁବନେଶ୍ବର: ବିହାରରେ ଓଡିଶା ଫର୍ମୁଲା। ଓଡିଶାରେ ଭିକେ ପାଣ୍ଡିଆନ, ବିହାରରେ ମନୀଷ ବର୍ମା । ଆଇଏଏସ୍ ମନୀଷ ବର୍ମାଙ୍କୁ ଜେଡିୟୁର ଜାତୀୟ ସାଧାରଣ ସଂପାଦକ ନିଯୁକ୍ତ କରାଯିବା ପରେ ନବୀନଙ୍କ ରାସ୍ତାରେ ନୀତିଶ ଆଗେଇଥିବା ନେଇ ଚର୍ଚ୍ଚା ହେଉଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ…

ହାର୍ଦ୍ଦିକଙ୍କ ସହ ରହସ୍ୟମୟ ଯୁବତୀଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ: ଟି୨୦ ବିଶ୍ୱକପ ପରେ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରଶଂସକଙ୍କ ମନ ପୂନର୍ବାର ଜିଣିବାରେ ସହାୟ ହୋଇଛନ୍ତି । ହାର୍ଦ୍ଦିକଙ୍କ ବୈବାହିତ ଜୀବନରେ ଏବେ ଅଶାନ୍ତି ଲାଗି ରହିଛି । ଏପରିକି ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିବାକୁ ଯାଉଥିବା ଆଶଙ୍କା କରାଯାଉଛି । ହାର୍ଦ୍ଦିକ ଓ ନତାଶା…

ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର

ଯାଜପୁର: ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର। ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରୁ ଏସସିଓ (SCO) ସୁରେଶ ମଲ୍ଲିକଙ୍କ ମୃତଦେହ ଉଦ୍ଧାର ହୋଇଛି। ବରୀ ବ୍ଲକ ଦାୟିତ୍ବରେ ଥିଲେ ସୁରେଶ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଅହମ୍ମଦପୁର ଅଞ୍ଚଳରେ ଥିବା ସୂଚନା…

ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ଆଗପଛ ହୋଇ ଆସୁଛି ୨ଟି ଲଘୁଚାପ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଆସନ୍ତା ତିନିଦିନ ଧରି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ବଙ୍ଗୋପସାଗରରେ ଦୁଇଟି ଲଘୁଚାପ…