ଟ୍ଵିନ ସିଟିରେ ପ୍ରବଳ କୁହୁଡି, ଆସନ୍ତାକାଲିଠୁ ବଢିବ ତାପମାତ୍ରା
ଭୁବନେଶ୍ଵର: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ୧୦ ମିଟର ଆଗକୁ ଦେଖାଯାଉନି ରାସ୍ତା । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ । ସେପଟେ ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି ।
ଆସନ୍ତାକାଲିଠାରୁ ବଢିବ…