Latest Odisha News

BREAKING NEWS

ସାଉଦି ବିମାନରେ ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପେଶାୱାର: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ସକାଳେ ନିଆଁ ଲାଗିଯାଇଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା। ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା…

ଭାରତର ବିସ୍ମୃତ ଅଲିମ୍ପିକ ନାୟକ

ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଅଲିମ୍ପିକ୍ସରେ ବ୍ୟକ୍ତିଗତ ପଦକ ପାଇଁ ଭାରତକୁ ୧୯୫୨ ହେଲସିଙ୍କି ଅଲିମ୍ପିକ୍ସ ଯାଏଁ ଅପେକ୍ଷା କରିବାକୁ ପଡିଥିଲା । ସେହି ଅଲିମ୍ପିକ୍ସରେ ହକିରେ ସ୍ୱର୍ଣ୍ଣ ସହ କୁସ୍ତିରେ ବ୍ରୋଞ୍ଜ ପଦକ ହାସଲ କରିଥିଲା ଭାରତ । ଆଉ ସେହି ବ୍ରୋଞ୍ଜ ପଦକ ବିଜେତା ଥିଲେ କସଭା…

ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକଙ୍କ ଚିଠି: ପହଣ୍ଡି ଅଘଟଣ ଯେପରି ପୁନରାବୃତ୍ତି ନହେବ, ତାହା ସୁନିଶ୍ଚିତ କରିବାକୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପହଣ୍ଡି ଅଘଟଣ ଯେପରି ପୁନରାବୃତ୍ତି ନହେବ, ସେନେଇ ସୁନିଶ୍ଚିତ କରିବାକୁ ଅନୁରୋଧ କଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ଚିଠିରେ ଲେଖିଛନ୍ତି,…

ଜାହୀର, ବାଲାଜୀଙ୍କ ମଧ୍ୟରୁ କିଏ ହେବ ଟିମ ଇଣ୍ଡିଆର ବୋଲିଂ କୋଚ

ନୂଆଦିଲ୍ଲୀ: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଟିମର କୋଚ ନିଯୁକ୍ତ ହେବା ପରେ ଏବେ ସପୋର୍ଟ ଷ୍ଟାଫ ନେଇ ଆଲୋଚନା ଆରମ୍ଭ ହୋଇଛି । ବିସିସିଆଇର ଜନୈକ ଅଧିକାରୀ ଜାହୀର ଖାଁ ଓ ଲକ୍ଷ୍ମୀପତି ବାଲାଜୀଙ୍କ ନାମ ବୋଲିଂ କୋଚ ପାଇଁ ପ୍ରସ୍ତାବ ଦେଇଛନ୍ତି । ଏହା ବ୍ୟତୀତ ବିନୟ କୁମାରଙ୍କ ନାମ ମଧ୍ୟ…

ଚାମ୍ପିଅନସ ଟ୍ରଫି ପାଇଁ ବିସିସିଆଇ ଦେବ ହାଇବ୍ରିଡ୍ ମଡେଲର ପ୍ରସ୍ତାବ

ନୂଆଦିଲ୍ଲୀ: ୨୦୧୭ ପରେ ପ୍ରଥମ ଥର ପାଇଁ ଖେଳାଯିବ ଆଇସିସି ଚାମ୍ପିଅନସ ଟ୍ରଫି କ୍ରିକେଟ । ୨୦୨୫ରେ ପାକିସ୍ତାନ ଆୟୋଜନ କରିବ ଏହି ଚାମ୍ପିଅନସିପ୍ । ତେବେ, ଏଥିରେ ଟୁର୍ଣ୍ଣାମେଂଟରେ ଭାଗ ନେବାକୁ ଭାରତୀୟ ଦଳ ପାକିସ୍ତାନ ଯାଇନପାରେ । ବିସିସିଆଇ ଏନେଇ ଆନୁଷ୍ଠାନିକ ଭାବେ କିଛି ଘୋଷଣା କରିନଥିଲେ…

ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ କେନ୍ଦ୍ରୀୟ ଜିଏସଟି ଅଧିକାରୀ, ମାଡି ବସିଲା ସିବିଆଇ

ଭୁବନେଶ୍ୱର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର…

ଜୟନାରାୟଣଙ୍କୁ କେମିତି ମନାଇବ ବିଜେପି ?

ଭୁବନେଶ୍ବର: ବିଜେପି ବିରୋଧୀ ସିଟରେ ଥିବା ବେଲେ ଗର୍ଜୁଥିଲେ ଜୟନାରାୟଣ । କଥା କଥାରେ ବିଜେଡି ସରକାର ଓ ଭିକେ ପାଣ୍ଡିଆନଙ୍କୁ ଦେଉଥିଲେ କଡା ଟକ୍କର । ବିରୋଧୀ ଦଳ ନେତା ଭାବେ ବିଜେଡି ଟାର୍ଗେଟରେ ବି ରହିଥିଲେ। ବିଜେପି ସରକାର କ୍ଷମତାକୁ ଆସିବାର ବହୁ ପୂର୍ବରୁ ବିଜେପିର ସ୍ବର ପାଲଟିଥିଲେ ।…

ଗୃହ ବିଭାଗକୁ ବଦଳି ହେଲେ ବିବାଦୀୟ ଆଇପିଏସ ଅଫିସର ଆଶିଷ ସିଂ

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି । ଗୃହ ବିଭାଗ ଓଏସଡି ଭାବେ ଆଶିଷ ସିଂଙ୍କୁ ନିଯୁକ୍ତ କଲେ ମୋହନ ସରକାର । ପୂର୍ବ ବିଜେଡି ସରକାରରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ ଆଇଜି ଆଶିଷ ସିଂ । ଯାହଙ୍କୁ ଆଜି ଗୃହ ବିଭାଗକୁ ବଦଳି କରାଯାଇଛି । ଏନେଇ ଗୃହ…

ଦିନକୁ ଦିନ ବଢୁଛି ସାଇବର ଠକଙ୍କ ଦୌରାତ୍ମ୍ଯ, ୬ ମାସରେ ୩୬ କୋଟି ଲୁଟିଲେ

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ସାଇବର ଠକଙ୍କ ଦୌରାତ୍ମ୍ଯ। ଶିକାର ହେଉଛନ୍ତି ଜନତା। ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି। ସାଇବର ଲୁଟେରାଙ୍କ ଟାର୍ଗେଟରେ ଅଛନ୍ତି ସାଧାରଣ ଜନତା । ୨୦୨୪ ଜାନୁଆରୀରୁ ଜୁନ୍ ମାସ ଅର୍ଥାତ୍ ଗତ…

ଗମ୍ଭୀରଙ୍କୁ କୋଚ କରିବା ପୂର୍ବରୁ କୋହଲିଙ୍କ ସହ ଆଲୋଚନା କରି ନ ଥିଲା ବିସିସିଆଇ

ମୁମ୍ବାଇ: ଗୌତମ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଟିମର କୋଚ ନିଯୁକ୍ତ କରାଯାଇଛି । ରାହୁଲ ଡ୍ରାଭିଡଙ୍କ ସ୍ଥାନରେ ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି । ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସହ ଗମ୍ଭୀରଙ୍କ ତାଳମେଳ କିପରି ରହିବ ସେ ନେଇ ସମସ୍ତେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।…