ଏମ୍ସରେ ଭର୍ତ୍ତି ହେଲା ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନ
ନୂଆଦିଲ୍ଲୀ: ତିହାର ଜେଲରେ ବନ୍ଦୀ ଥିବା ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନ ଶୁକ୍ରବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛି। ରାଜନର ସାଇନସ ସମସ୍ୟା ଥିବାରୁ ଏହାର ଅପରେସନର ଆବଶ୍ୟକତା ରହିଛି। ତେଣୁ ତାକୁ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ, ଦାଉଦ ଇବ୍ରାହିମର ସହଯୋଗୀ…