Latest Odisha News

BREAKING NEWS

ଶରଧାବାଲିରେ ପହଞ୍ଚିଲା ୩ ରଥ

ପୁରୀ: ଶ୍ରୀ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ…

ପୁଣି ଅଡୁଆରେ କଣ୍ଠଶିଳ୍ପୀ: ହ୍ୟୁମାନ୍ ସାଗର ଓ ରୁକୁ ସୁନାଙ୍କ ବିରୋଧରେ ଏତଲା

ଭୁବନେଶ୍ୱର: ପୁଣି ଅଡୁଆରେ ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଓ ରୁକୁ ସୁନାଙ୍କ ବିରୋଧରେ ଏତଲା ହୋଇଛି। ଇଣ୍ଟର ନ୍ୟାସନାଲ ହ୍ୟୁମାନ୍ ରାଇଟ୍‌ସ କମିଶନ ସଂଘ ପକ୍ଷରୁ ଏତଲା ହୋଇଛି। ଜଗନ୍ନାଥ ଭଜନକୁ…

୩ ଦିନିଆ ଋଷ-ଅଷ୍ଟ୍ରିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାର୍ଷିକ ଶିଖର ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ: ୩ ଦିନିଆ ଋଷ ଓ ଅଷ୍ଟ୍ରିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ୨୨ ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ। ଋଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ। ପ୍ରଧାନମନ୍ତ୍ରୀଙ୍କ ଋଷ ଗସ୍ତ ଗୁରୁତ୍ୱପୂର୍ଣ୍ଣ…

ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲ‌େ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋମବାର ଦିନ ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ସୂଚନା ଅନୁଯାୟୀ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ…

ବର୍ଷାରେ ବେହାଲ୍ ମୁମ୍ବାଇ; ଯାତାୟତ ବାଧାପ୍ରାପ୍ତ, ଶିକ୍ଷାନୁଷ୍ଠାନ ବନ୍ଦ

ମୁମ୍ବାଇ: ମୁମ୍ବାଇରେ ଜୋରଦାର୍ ବର୍ଷା ଯୋଗୁଁ ଜଳମଗ୍ନ ହୋଇପଡିଛି ସାରା ସହର। ଯାହାଫଳରେ ତଳିଆ ଅଞ୍ଚଳରେ ପାଣି ମାଡ଼ି ଯାଇଛି। ଆନ୍ଧେରି, କୁର୍ଲା, ଭଣ୍ଡୁପ୍, କିଙ୍ଗ୍ ସର୍କଲ୍ ଏବଂ ଦାଦର ସମେତ ଅନେକ ଅଞ୍ଚଳ ପାଣି ଘେରରେ ଫସିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସହର ସାରା…

ଅଲିମ୍ପିକ୍ସ ପୂର୍ବରୁ କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି…

ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସରକାରୀ ଜମିରୁ ହଟିବ ଜବରଦଖଲ, ସମସ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି ଗୁଡିକ…

ଅନୁଭୂତିରେ ପ୍ରକୃତି; କିଛି ଏମିତି ଲେଖିଲେ ମହାମହିମ…

ପୁରୀ: ବଡଦାଣ୍ଡରେ ଏକକାର ଭକ୍ତ ଓ ଭଗବାନ । ଏହି ଅବସରରେ ବଡଦାଣ୍ଡରେ ସାଧାରଣ ଭକ୍ତ ଭାବରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମହାମହିମ ରାଷ୍ଟ୍ରପତି । ରବିବାର ଘୋଷଯାତ୍ରା ଉପଲକ୍ଷେ ରଥାରୂଢ ମହାପ୍ରଭୁଙ୍କ ଆଶିଷ ନେବା ପରେ ଆଜି ସକାଳୁ ସକାଳୁ ବେଳା ଭୂମିରେ ପ୍ରାତଃଭ୍ରମଣ କରିଥିଲେ…

ନିଟ୍ ବିବାଦର ଶୁଣାଣି ଆଜି, ପୁନଃ ପରୀକ୍ଷା ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ: ନିଟ୍- ୟୁଜି ପରୀକ୍ଷାରେ ବିଭ୍ରାଟ ନେଇ ଆଜି ହେବ ଶୁଣାଣି । ମୋଟ ୩୮ ପିଟିସନ୍ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ । ଏହା ମଧ୍ୟରୁ ୩୪ ପିଟିସନ୍ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ କୋଚିଂ ସଂସ୍ଥା ଦ୍ବାରା ଦାଏର କରାଯାଇଥିବା ବେଳେ ୪ ଟି ପିଟିସନ୍ ଏନଟିଏ ଦ୍ବାରା ଦାଏର କରାଯାଇଛି ।…

ବଡ଼ଦାଣ୍ଡରେ ଗଡ଼ିଲା ୩ ଠାକୁରଙ୍କ ରଥ: ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର, ପଛେ ପଛେ ଆସୁଛନ୍ତି ମା’ ସୁଭଦ୍ରା ଓ କାଳିଆ…

ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା ୩ ଠାକୁରଙ୍କ ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ଘୋଷଯାତ୍ରାର ଦ୍ୱିତୀୟ ଦିନରେ ଚତୁର୍ଦ୍ଧା ମୂରତିଙ୍କର ନୀତିକାନ୍ତି ଶେଷ ପରେ ଗଡିଲାଣି ବଡଠାକୁର…