Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
ବ୍ରହ୍ମପୁର: ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁଆରୀ ୨୨ ବଦଳରେ ଜାନୁଆରୀ ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଅନୁଷ୍ଠିତ ହେବ । ପୂର୍ବରୁ ଜାନୁଆରୀ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ନେଇ ଧାର୍ଯ୍ୟ ହୋଇଥିଲା ।
୨୭ ତାରିଖରେ ରାଜ୍ୟପାଳଙ୍କ ଦ୍ବାରା ଗୋପାଳପୁର…