Latest Odisha News

ବ୍ରିଟେନରେ ଋଷି ସୁନକଙ୍କ ପାର୍ଟି କ୍ଷମତାଚ୍ୟୁତ

ନୂଆଦିଲ୍ଲୀ: ବ୍ରିଟେନର ସଂସଦୀୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଶାସକ କଂଜରଭେଟିଭ ପାର୍ଟିର ଶୋଚନୀୟ ପରାଜୟ ହୋଇଛି । ଏଥିସହିତ ଶେଷ ହୋଇଛି କଂଜରଭେଟିଭ ପାର୍ଟିର ଦୀର୍ଘ ୧୪ ବର୍ଷର ଶାସନ । ନିର୍ବାଚନରେ ଦଳର ପରାଜୟ ସ୍ୱୀକାର କରିଛନ୍ତି ପ୍ରଧାନମନ୍ତ୍ରୀ ଋଷି ସୁନକ । ବିରୋଧୀ ଲେବର…

ସଇଁତଳା ସହରରେ ବ୍ୟାପିଲା ଡେଙ୍ଗୁ, ୧୮ ଆକ୍ରାନ୍ତ ଚିହ୍ନଟ

ଟିଟିଲାଗଡ଼: ସଇଁତଳା ସହରରେ ବ୍ୟାପିଲା ଡେଙ୍ଗୁ। ସହରରେ ମୋଟ ୧୮ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରୁ ୧୧ ଜଣ ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସଇଁତଳା ମେଡିକାଲ ଇନଚାର୍ଜ। ମିଳିଥିବା ସୂଚନା ମୁତାବକ, ସଇଁତଳା…

ଅବସର ପରେ ମଧ୍ୟ ଥିଲା ପଦବୀ, ଏବେ ହେଲେ ବିଦା

ଭୁବନେଶ୍ବର: ନିଜ ପଦବୀରୁ ହଟିଲେ ୨ ଅବସର ପ୍ରାପ୍ତ ସରକାରୀ ଅଧିକାରୀ। ଅବସର ପରେ ମଧ୍ୟ ଏମାନେ ସରକାରୀ ପଦବୀରେ ଥିଲେ। ଆଜି ବିଧିବଦ୍ଧ ଭାବରେ ସେମାନଙ୍କୁ ତାଙ୍କ ପଦବୀରୁ ହଟାଇ ନୂତନ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ଏହି ଦୁଇ ଅବସପ୍ରାପ୍ତ ସରକାରୀ ଅଧିକାରୀ ହେଉଛନ୍ତି ସୁଡା ପ୍ରକଳ୍ପ…

ହ୍ୱାଇଟ ହାଉସ ରେସରୁ ଓହରିବା ପାଇଁ ବାଇଡେନଙ୍କ ଉପରେ ଚାପ

ନୂଆଦିଲ୍ଲୀ: ଆମେରିକାରେ ଏବର୍ଷ ନଭେମ୍ବରରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନରେ ପୁଣି ଥରେ କ୍ଷମତାସୀନ ଡେମୋକ୍ରାଟିକ ପାର୍ଟି ପକ୍ଷରୁ ଲଢିବାକୁ ଘୋଷଣା କରି ନିଜ ସପକ୍ଷରେ ଦଳୀୟ ସମର୍ଥନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ପଦାସୀନ ରାଷ୍ଟ୍ରପତି ଜୋ ବାଇଡେନ୍ । ତାଙ୍କୁ ଚ୍ୟାଲେଂଜ କରିବାକୁ…

ଅପହଞ୍ଚ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଯୋଜନା, ସ୍କୁଲ ଯାତାୟତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଏଣିକି ସ୍କୁଲ ପହଞ୍ଚି ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଆଣିଛନ୍ତି ନୂତନ ଯୋଜନା। ଏହି ଯୋଜନା ମାଧ୍ୟମରେ ସଭିଏଁ ସ୍କୁଲ ଯିବେ। ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ଏଣିକି ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର।…

ଲାଞ୍ଚ ନେଇଥିଲେ ସରକାରୀ ବାବୁ, ମାଡ଼ିବସିଲା ଭିଜିଲାନ୍ସ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ…

ବୃକ୍ଷ ରୋପଣରେ ୧ ନମ୍ବର ଓଡିଶା, ଆହୁରି ଲାଗିବ ୫ କୋଟି ଗଛ

ଭୁବନେଶ୍ବର: ବୃକ୍ଷ ରୋପଣରେ ସାରା ଦେଶରେ ୧ ନମ୍ବର ଓଡିଶା । ଏକ ପେଡ୍ ମା’ କେ ନାମରେ ଲାଗିଛି  ମଧ୍ୟମରେ ଲାଗିଛି ୧ ଲକ୍ଷ ୪୫ ହଜାର ଗଛ । ଏହାକୁ ନେଇ ଗଛ ଲଗାଇବାରେ ଏକ ନମ୍ବର ସ୍ଥାନ ହାସଲ କରିଛି ଓଡିଶା । ଏନେଇ ଖୁସି ବ୍ୟକ୍ତ କରି ସୂଚନା ଦେଇଛନ୍ତି ମୋହନ ଚରଣ ମାଝୀ । ଏହା ସହିତ ୪୮…

ହାଥରସ ଘଟଣାରେ ପୀଡିତଙ୍କ ପରିବାରଙ୍କୁ ଭେଟିଲେ ରାହୁଲ ଗାନ୍ଧି

ହାଥରସ: ସତସଙ୍ଗରେ ଦଳଚକଟା ଯୋଗୁଁ ଚାଲିଯାଇଛି ୧୨୧ ଜୀବନ । ଏବେ ପ୍ରାୟ ୩୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଉତ୍ତରପ୍ରଦେଶର କାହିଁ କେତେ ଆଡୁ ଆତ୍ମଘୋଡିତ ବାବାଙ୍କ ପ୍ରବଚନ ଶୁଣିବାକୁ ଆସିଥିଲେ ଅନୁଗାମୀ । ହେଲେ ଚାଲିଗଲା ବହୁ ନିରୀହ ଜୀବନ । ମୃତକଙ୍କ ମଧ୍ୟରେ ସବୁଠୁ ଅଧିକ ମହିଳା…

ପ୍ୟାରିସ ଅଲିମ୍ପିକ୍ସ: ନୀରଜ ନେବେ ଭାରତୀୟ ଆଥଲେଟିକ୍ସ ଟିମର ନେତୃତ୍ୱ

ନୂଆଦିଲ୍ଲୀ: ଆଉ ହତ ଗଣତି ଦିନ ପରେ ଆରମ୍ଭ ହେବ ପ୍ୟାରିସ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଇତି ମଧ୍ୟରେ ଟିମ ଇଣ୍ଡିଆର ୨୮ ସଦସ୍ୟ ବିଶିଷ୍ଟ ଆଥଲେଟିକ୍ସ ଟିମର ନେତୃତ୍ୱ ଦାୟିତ୍ୱ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ପ୍ରଦାନ କରାଯାଇଛି ।…

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ ଅଫିସର ପରାଗ ହର୍ଷଦ ଗାଭାଲି

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ ଅଫିସର। ସୁନ୍ଦରଗଡ଼ ଜିଲ୍ଲାପାଳ ଡ. ପରାଗ ହର୍ଷଦ ଗାଭାଲିଙ୍କୁ ୫ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ୨୦୧୩ ବ୍ୟାଚ୍ ଅଫିସର ବର୍ତ୍ତମାନ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳ…