ବିପଦ ସଙ୍କେତ ଟପିଲା ବୈତରଣୀ;ତଳିଆ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ
ପାଟଣା: ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ ବିପଦ ସଙ୍କେତ ଟପିଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ବୈତରଣୀ ନଦୀର ବିପଦ ସଙ୍କେତ ୩୧୧.୧୦ ମିଟର ଥିବାବେଳେ ଗୁରୁବାର ଅପରାହ୍ନ ୫ଟାରେ ଜଳସ୍ତର ୩୧୧.୩୭ ମିଟରରେ ପହଞ୍ଚିଛି। ଫଳରେ ନଦୀର ତଳିଆ ଅଞ୍ଚଳ ସମେତ…