ଅସଦାଚରଣ ଅଭିଯୋଗ, ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ମାମଲା ରୁଜୁ
ବ୍ରହ୍ମପୁର: ଗଞ୍ଜାମରେ ଜଣେ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପୋଲସରାର ପୂର୍ବତନ ବିଧାୟକ ଶ୍ରୀକାନ୍ତ ଓ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ସଂଯୁକ୍ତା…