ରାଜ୍ୟ ସଭା ଉପନିର୍ବାଚନ: ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର
ଭୁବନେଶ୍ୱର : ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ସୁଜିତ କୁମାର। ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନପତ୍ର ଭରିଥିଲେ ସୁଜିତ୍। ନିର୍ବାଚନ ଜିତିବା ପରେ ସୁଜିତ୍ କହିଛନ୍ତି, ନେତା ବିଜେଡିରୁ ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦%…