ମହାକାଶରୁ କେବେ ଫେରିବେ ସୁନିତା ୱିଲିୟମ୍ସ?
ନୂଆଦିଲ୍ଲୀ: ଭାରତୀୟ ବଂଶଜ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ ଷ୍ଟାରଲିନର୍ ତ୍ରୁଟି…