ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ ବ୍ୟକ୍ତିଗତ ସଚିବ ନିଯୁକ୍ତି ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ସାହୁ । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ ସାହୁଙ୍କୁ ନିଯୁକ୍ତି ମିଳିଛି । ଇଣ୍ଟର କ୍ୟାଡର ଡେପୁଟେସନରେ…