ବଢିଲା ଦେଶୀ ମଦ ସାଙ୍ଗକୁ ବିୟର ଦର: ୧୦ ଟଙ୍କା ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ବଢିଲା ଆସ୍କା-୪୦ ଓ ବିୟର୍ ଦାମ୍ । ଆସ୍କା ୪୦ ସାଙ୍ଗକୁ ବିୟରର ଦାମ୍ ୧୦ ଟଙ୍କାଙ୍କୁ ବୃଦ୍ଧି କରିଚନ୍ତି ରାଜ୍ୟ ସରକାର । ବିୟର୍ ବୋତଲ ପିଛା ୧୦ ଟଙ୍କା ଦର ବଢ଼ିଥିବା ବେଳେ ଏବେ ଆସ୍କା-୪୦ର ଦାମ୍ ୬୦ ଟଙ୍କାରୁ ୭୦ ଟଙ୍କାକୁ ବୃଦ୍ଧି ପାଇଛି । ଗତ ଡିସେମ୍ବର ୧ରୁ ଏହି ବର୍ଦ୍ଧିତ…