Latest Odisha News

BREAKING NEWS

କୁମ୍ଭୀର ଆକ୍ରମଣରେ ନାବାଳକ ମୃତ ଘଟଣା, ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣାରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟଙ୍କୁ ୬…

ଖୁବଶୀଘ୍ର ଓଡିଶା ବିଧାନସଭା ହେବ ପେପରଲେସ୍

ଭୁବନେଶ୍ଵର: ଓଡ଼ିଶା ବିଧାନସଭାକୁ ପେପରଲେସ୍‌ କରାଯିବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବାଚସ୍ପତିଙ୍କ କହିବାନୁସାରେ, ବିଧାନସଭାକୁ ସଂପୂର୍ଣ୍ଣ କାଗଜମୁକ୍ତ କରିବାକୁ ଯୋଜନା କରାଯାଇଛି । ବିଧାନସଭାକୁ ପେପରଲେସ୍‌ କରିବାକୁ ନେଭା ଦାୟିତ୍ବ ନେଇଛି । ପୁରୁଣା ଓ ନୂଆ ସମସ୍ତ…

ଓଲ୍ଡ ଇଜ୍ ଗୋଲ୍ଡ : ପୁଣି ଫିଲ୍ମ ରି-ରିଲିଜ ଟ୍ରେଣ୍ଡ୍

ମୁମ୍ବାଇ: ଭାରତେରେ ଏବେ ହିଟ୍ ଫିଲ୍ମର ପୁନଃ ରିଲିଜ ଧାରା ଚାଲିଛି । ବିଭିନ୍ନ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଗ୍ରଣୀ ସିନେଷ୍ଟାରମାନଙ୍କ ଜନ୍ମଦିନରେ ସେମାନଙ୍କ ଅଭିନୀତ ପୁରୁଣା ହିଟ୍ ଫିଲ୍ମର ପୁନଃ ରିଲିଜ କରାଯାଉଛି । ତେଲେଗୁ, ତାମିଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଷ୍ଟାରମାନଙ୍କର ଚଳଚ୍ଚିତ୍ରର ପୁନଃ…

ମହିଳା କ୍ରିକେଟ: ଅଷ୍ଟ୍ରେଲିଆ ରେକର୍ଡ ଭାଙ୍ଗିଲା ଭାରତ

ଚେନ୍ନାଇ: ଭାରତୀୟ ମହିଳା କ୍ରିକେଟ ଟିମ ଟେଷ୍ଟ କ୍ରିକେଟରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛି । ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ଟେଷ୍ଟରେ ଭାରତ ୬ ୱିକେଟ ହରାଇ ୬୦୩ ରନ କରିବା ପରେ ଇନିଂସ ଘୋଷଣା କରିଛି । ମହିଳା କ୍ରିକେଟରେ ଏହା ସର୍ବାଧିକ ଦଳଗତ ସ୍କୋର । ଏହା ପୂର୍ବରୁ ଅଷ୍ଟ୍ରେଲିଆ ନାମରେ…

ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍‌ର କିରାଣି

ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍‌ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍‌ ଉଇଲିୟମ ବରାଳଙ୍କ ମାଡ଼ି ବସିଲା…

ନିଟ୍ ମାମଲା, ଗୁଜରାଟର ୭ଟି ସ୍ଥାନରେ ସିବିଆଇ ଚଢାଉ

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ତଦନ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରିଛି ସିବିଆଇ ।ଗୁଜରାଟର ୪ଟି ଜିଲ୍ଲାର ୭ଟି ସ୍ଥାନରେ ସିବିଆଇ ଚଢ଼ାଉ ଜାରି ରଖିଛି। ଗୁଜରାଟର ଗୋଧ୍ରା, ଖେଡା, ଆନନ୍ଦ ଓ ଅହମ୍ମଦାବାଦରେ ସିବିଆଇ ଚଢ଼ାଉ କରିଛି। ସେପଟେ ଏହି ମାମଲାରେ ଆଜି ଜଣେ…

ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ…

ଲଦାଖରେ ସେନାର ଟ୍ୟାଙ୍କ୍‌ ଅଭ୍ୟାସ ବେଳେ ଅଘଟଣ, ୫ ସହିଦ

ଲଦାଖ: ଲଦାଖରେ ସେନାର ଟ୍ୟାଙ୍କ ଅଭ୍ୟାସ ବେଳେ ବଡ ଅଘଟଣ। ବଢ଼ି ପାଣିରେ ଭାସିଯାଇ ୫ ଯବାନ ସହିଦ।ନଦୀ ପାର ବେଳେ ହଠାତ୍ ଜଳସ୍ତର ବଢିଯିବାରୁ ଦୌଲତ ବାଗ୍ ଓଲ୍ଡି ଅଞ୍ଚଳରେ ଟ୍ୟାଙ୍କଟି ଭାସିଯାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଲଦାଖସ୍ଥିତ ଭାରତ-ଚୀନ ସୀମାରେ ଥିବା ନଦୀରେ ଭାରତୀୟ…

ମହିଳା ସାମ୍ବାଦିକାଙ୍କ ଉପର କୁକୁର ଛାଡ଼ିବା ମାମଲା, ପୁଣି ରଘୁନନ୍ଦନଙ୍କ ଘରେ ପୋଲିସ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ମାମଲା । ପୁଣି ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଘରେ ପହଞ୍ଚିଲା ପୋଲିସ । ରଘୁନନ୍ଦନ ଦାସଙ୍କ କ୍ୱାର୍ଟରରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର…

ଟିକରପଡ଼ା ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର

ଅନୁଗୋଳ: ଅନୁଗୋଳ ଜିଲ୍ଲା ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ଦେଖିବାକୁ ମିଳିଛି ଶୋକାକକୂଳ ପରିବେଶ । ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର । ମୃତ ନାବାଳକର ଘର ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ବୋଲି ଜଣାଯାଇଛି । ଖବର ମୁତାବକ, ପିଲାଟି ଆଜି ଟିକରପଡା ମହାନଦୀ କୂଳରେ…