ରିଜର୍ଭ ବ୍ୟାଙ୍କର ୨୬ତମ ଗଭର୍ଣ୍ଣର ଭାବେ ଦାୟିତ୍ବ ନେଲେ ସଞ୍ଜୟ ମାଲହୋତ୍ରା
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ର ନୂଆ ଗଭର୍ଣ୍ଣର ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ସଞ୍ଜୟ ମାଲହୋତ୍ର। ଆରବିଆର ୨୬ତମ ଗଭର୍ଣ୍ଣର ଭାବରେ ସେ ଦାୟିତ୍ବ ଗ୍ରହଣ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସେ ଦାୟିତ୍ବ ଗ୍ରହଣ କରିଛନ୍ତି।
ଗତ ଡିସେମ୍ବର ୯…