ODI କ୍ରିକେଟରେ ପୁଣି ନ° ୧ ହେଲେ କୋହଲି…
ନୂଆଦିଲ୍ଲୀ: ବିରାଟ କୋହଲି ପୁଣିଥରେ ODI କ୍ରିକେଟରେ ନିଜର ଶ୍ରେଷ୍ଠତା ହାସଲ କରିଛନ୍ତି। ICC ODI ବ୍ୟାଟିଂ ରାଙ୍କିଙ୍ଗରେ ବିରାଟ କୋହଲି ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି।
୧୪୦୩ ଦିନ ପରେ କିଙ୍ଗ କୋହଲି ପୁଣି ଥରେ ODIରେ ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ…