Rajya Sabha by-election:ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ୍
ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ। ରାଜ୍ୟସଭା ଉପନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ମୋଟ ୪ ସେଟ୍ ପ୍ରାର୍ଥୀପତ୍ର…